ଅର୍ଥ : ଉତ୍କୃଷ୍ଟ ବା ବହୁମୂଲ୍ୟ ବସ୍ତୁଗୁଡ଼ିକର ସଂଗ୍ରହ
ଉଦାହରଣ :
ତା ପାଖରେ ପୁରୁଣା ଗହଣା, ମୁଦ୍ରା ଆଦିର ଭଣ୍ଡାର ରହିଛି
ସମକକ୍ଷ : କୋଷ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ବିଷୟରେ ଜ୍ଞାନ ବା ଗୁଣ ଆଦିର ବହୁତ ବଡ଼ ଗନ୍ତାଘର
ଉଦାହରଣ :
ସନ୍ଥ କବୀର ଜ୍ଞାନର ଭଣ୍ଡାର ଥିଲେ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯେଉଁ ସ୍ଥାନରେ କୋଷ ବା ବହୁତ ଧନ ରହିଥାଏ
ଉଦାହରଣ :
ଡକାୟତମାନେ ଭଣ୍ଡାରରେ ରଖାଯାଇଥିବା ସବୁ ଧନ ଚୋରେଇନେଲେ
ଅନ୍ୟ ଭାଷାରେ ଅନୁବାଦ :
A storehouse for treasures.
treasure house