ଅର୍ଥ : କୌଣସି ସଂଖ୍ୟାକୁ ଦ୍ୱିତୀୟ ସଂଖ୍ୟା ଦ୍ୱାରା ଭାଗ କରିବା କାମ
ଉଦାହରଣ :
ଆଜି ଶ୍ରେଣୀରେ ଗଣିତର ଭାଗକ୍ରିୟା ଶିଖାଯିବ
ସମକକ୍ଷ : ବିଭାଗ, ବିଭାଜନ, ଭାଗ, ଭାଗକର୍ମ, ଭାଗକ୍ରିୟା, ହରଣ, ହରିବା, ହରିବା କାମ, ହରିବା କାର୍ଯ୍ୟ
ଅନ୍ୟ ଭାଷାରେ ଅନୁବାଦ :
An arithmetic operation that is the inverse of multiplication. The quotient of two numbers is computed.
division