ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯୁଗ୍ମ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯୁଗ୍ମ   ବିଶେଷ୍ୟ

ଅର୍ଥ : ଦୁଇ ବ୍ୟକ୍ତି ବା ବସ୍ତୁ ଯାହା ପରସ୍ପରର ସହଯୋଗୀ

ଉଦାହରଣ : ତାଙ୍କର ଯୋଡ଼ି ବହୁତ ଭଲ ଦିଶୁଛି

ସମକକ୍ଷ : ଯୁଗଳ, ଯୋଡ଼ା, ଯୋଡ଼ି


ଅନ୍ୟ ଭାଷାରେ ଅନୁବାଦ :

दो व्यक्ति, वस्तु आदि जो एक-दूसरे के सहयोगी या सम्बद्ध हों।

उनकी जोड़ी बड़ी अच्छी लगती है।
जुगल, जोट, जोड़, जोड़ा, जोड़ी, यमल, युग, युगम, युगल, युग्म

A pair who associate with one another.

The engaged couple.
An inseparable twosome.
couple, duet, duo, twosome

ଅର୍ଥ : ପୁରୁଷ ଓ ସ୍ତ୍ରୀର ଯୁଗ୍ମ

ଉଦାହରଣ : ବାଣୁଆ କ୍ରୌଞ୍ଚ ପକ୍ଷୀ ଯୋଡ଼ିରୁ ଗୋଟିକୁ ମାରିଦେଲେ

ସମକକ୍ଷ : ଯୁଗଳ, ଯୋଡ଼ା, ଯୋଡ଼ି, ହଳ, ହଳି


ଅନ୍ୟ ଭାଷାରେ ଅନୁବାଦ :

नर और मादा का युग्म।

बहेलिये ने क्रौंच पक्षी के जोड़े में से एक को मार दिया।
जुगल, जोट, जोड़, जोड़ा, जोड़ी, मिथुन, यमल, युग, युगम, युगल, युग्म

ଅର୍ଥ : ଏକ ପ୍ରକାରର ଦୁଇଟି ଜିନିଷ

ଉଦାହରଣ : ଏଇ କପୋତର ଜୋଡ଼ି ଭଲ

ସମକକ୍ଷ : ଜୋଡ଼ା, ଜୋଡ଼ି, ଯୁଗଳ


ଅନ୍ୟ ଭାଷାରେ ଅନୁବାଦ :

साथ-साथ काम में आने वाले बैल, घोड़े आदि पशु।

किसान बैलों की जोड़ी और हल लेकर खेत की ओर जा रहा था।
जुगल, जोट, जोड़, जोड़ा, जोड़ी, यमल, युग, युगम, युगल, युग्म

Two items of the same kind.

brace, couple, couplet, distich, duad, duet, duo, dyad, pair, span, twain, twosome, yoke