ଅର୍ଥ : ରୋକିବାର ପ୍ରକ୍ରିୟା
ଉଦାହରଣ :
ସୈନିକମାନେ ଶତ୍ରୁମାନଙ୍କୁ ସୀମାଭିତରେ ପ୍ରବେଶକୁ ରୋକିବାରେ ସଫଳ ହେଲେ
ସମକକ୍ଷ : ଅଟକାଇବା, ଗତିରୋଧ କରିବା, ବନ୍ଦକରିବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଭତ୍ତା ଆଦି ନ ଦେବା
ଉଦାହରଣ :
ସରକାର ଯାତ୍ରା ଭତ୍ତା ବନ୍ଦକରିଦେଇଛନ୍ତି
ସମକକ୍ଷ : ବନ୍ଦକରିଦେବା, ରୋକିଦେବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଗତିଶୀଳ ବସ୍ତୁର ଗତି ବନ୍ଦ କରିବା
ଉଦାହରଣ :
ଗାଡ଼ି ଆଗରେ ହଠାତ କୁକୁରଟେ ଚାଲିଆସିବାରୁ ଗାଡ଼ି ଚାଳକ ଗାଡ଼ି ଅଟକାଇଲେ
ସମକକ୍ଷ : ଅଟକାଇବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କଟକଣା ଲଗେଇବା
ଉଦାହରଣ :
ମାଆ ପୁଅକୁ ଖରାରେ ବାହାରକୁ ଯିବାରୁ ବାରଣକଲେ
ସମକକ୍ଷ : ଅବରୋଧକରିବା, ବାରଣକରିବା, ମନାକରିବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଚାଲିଆସୁଥିବା କଥା ଆଦିକୁ ବନ୍ଦ କରିବା
ଉଦାହରଣ :
ରାଜା ରାମ ମୋହନ ରାୟ ସତୀ ପ୍ରଥାକୁ ବନ୍ଦ କଲେ
ସମକକ୍ଷ : ବନ୍ଦ କରିବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ରୋକିବା ବା ବାଧାଦେବା
ଉଦାହରଣ :
ଡକାୟତମାନେ ମାର୍ଗ ଅବରୋଧ କଲେ
ସମକକ୍ଷ : ଅଟକେଇବା, ଅବରୋଧକରିବା, ପ୍ରତିରୋଧକରିବା, ବନ୍ଦକରିବା, ରୋଧକରିବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ବସ୍ତୁ ମଝିରେ ଦେଇ ଗତି ରୋକିବା
ଉଦାହରଣ :
ସେ ମୋ ରାସ୍ତାରେ ଠେଙ୍ଗା ରଖିଲା
ଅନ୍ୟ ଭାଷାରେ ଅନୁବାଦ :