ଅର୍ଥ : କୌଣସି ବିଶେଷ କାର୍ଯ୍ୟ କରିବାକୁ ବା ଖବର ପହଁଚାଇବାକୁ ଯାହାଙ୍କୁ ପଠାଯାଏ
ଉଦାହରଣ :
ଭଗବାନ ରାମ ଅଙ୍ଗଦଙ୍କୁ ଦୂତ ଭାବେ ରାବଣ ନିକଟକୁ ପଠାଇଲେ
ସମକକ୍ଷ : ଚର, ଦୂତ, ସମ୍ବାଦଦାତା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯେ ଖବର ପହୁଞ୍ଚାଏ
ଉଦାହରଣ :
ଆଜିବି କେତେକ ସ୍ଥାନରେ ବାର୍ତ୍ତାବହ ପାରା ବ୍ୟବହାର କରାଯାଏ
ସମକକ୍ଷ : ଖବରବାହକ, ବାର୍ତ୍ତାବହ, ବାର୍ତ୍ତାବହନକାରୀ, ବାର୍ତ୍ତାବାହକ
ଅନ୍ୟ ଭାଷାରେ ଅନୁବାଦ :
संदेश पहुँचाने वाला।
कुछ स्थानों पर आज भी संदेशवाहक कबूतरों का उपयोग होता है।